Creation Science Information & Links!
ଗୀତସଂହିତା 1, 51, 100 & 150
Psalms 1 • 51 • 100 • 150 · Odia, ଓଡ଼ିଆ, oṛiā, Oriya
ଗୀତସଂହିତା 1

1 ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,
2 ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।
3 ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।
4 ଦୁଷ୍ଟ ଲୋକମାନେ ସପରେି ନୁହଁନ୍ତି। ଦୁଷ୍ଟ ଲୋକମାନେ କବଳେ "ଚୋପା' ବା "ତୁଷ' ଭଳି ୟାହାକୁ କି ସହଜରେ ପବନ ଉଡ଼ାଇ ନଇେପାରେ।
5 ୟଦି ଧାର୍ମିକ ବ୍ଯକ୍ତିମାନେ ଏକତ୍ରୀତ ହାଇେ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହା ହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ଯସ୍ତ ହାଇଯେିବେ। ସହେି ପାପୀମାନେ କବେେ ହେଲେ ନିରପରାଧୀ ବୋଲି ପ୍ରମାଣିତ ହାଇପୋରିବେ ନାହିଁ।
6 କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।

 

ଗୀତସଂହିତା 51

1 ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।
2 ମାେ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମାେତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି। ମାରେ ପାପ ସବୁ ସର୍ବଦା ମାରେ ସମ୍ମୁଖରେ ଦଖାଯାେଉଛି।
4 ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହଲିେ ଓ ପାପରୁ ହିଁ ମାରେ ମା ମାେତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ବର, ମୁଁ ବିଶ୍ବସ୍ତ ହୁଏ ବୋଲି ତୁମ୍ଭେ ଚାହଁ, ତଣେୁ ମାେ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।
8 ଆଉ ମାେତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ବାରା ଭଗ୍ନ ଅସ୍ଥି ସବୁ ଆନନ୍ଦରେ ପ୍ରଫୁଲ୍ଲିତ ହବେ।
9 ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।
10 ହେ ପରମେଶ୍ବର, ମାେ ଅନ୍ତରେ ଏକ ପବିତ୍ର ଆତ୍ମା ସୃଷ୍ଟି କର !ମାେତେ ଗୋଟିଏ ନୂଆ ଓ ବିଶ୍ବସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମାେତେ ଦୂର କର ନାହିଁ ! ଏବଂ ତୁମ୍ଭର ପବିତ୍ର ଆତ୍ମା ମାଠାରୁେ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମାେତେ ଖୁସି କଲା ! ପୁନରାଯ ମାେତେ ସହେି ଆନନ୍ଦ ପ୍ରଦାନ କର। ମାରେ ଆତ୍ମାକୁ ସୁଦୃଢ଼ କର, ୟପରେିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହବେି।
13 ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
14 ହେ ପରମେଶ୍ବର, ମୃତ୍ଯୁ ଦଣ୍ଡରୁ ମାେତେ ରକ୍ଷା କର। ହେ ମାରେ ପରମେଶ୍ବର, ଆପଣ ହେଉଛନ୍ତି ଏକମାତ୍ର ୟେ କି ମାେତେ ରକ୍ଷା କରି ପାରିବେ !ତୁମ୍ଭେ ମାେ ପାଇଁ କରିଥିବା ଧର୍ମ ବିଷଯ କାର୍ୟ୍ଯସବୁ ମୁଁ ଗାନ କରିବି।
15 ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।
16 ତୁମ୍ଭେ ପ୍ରକୃତରେ ବଳିଦାନ ଚାହିଁ ନାହଁ ଏବଂ ତୁମ୍ଭେ ହାମବେଳିରେ ସନ୍ତୁଷ୍ଟ ନୁହଁ। ତା' ହେଲେ ମୁଁ ସଗେୁଡ଼ିକ ଦଇେଥାନ୍ତି।
17 ନମ୍ର ଆତ୍ମା ପରମେଶ୍ବରଙ୍କର ଗ୍ରାହ୍ଯବଳି। ହେ ପରମେଶ୍ବର, ତୁମ୍ଭେ ନମ୍ର ହୃଦଯକୁ ଓ ପାପ ପାଇଁ ଅନୁତପ୍ତ ହୃଦଯକୁ ପ୍ରତ୍ଯାଖ୍ଯାନ କରିବ ନାହିଁ।
18 ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।
19 ଏହାପରେ ତୁମ୍ଭେ ବଳିଦାନ ଓ ପୂର୍ଣ୍ଣ ହାମବେଳି, ଉପ ଭୋଗ କରିବ। ଏବଂ ଲୋକମାନେ ପୁନର୍ବାର ତୁମ୍ଭ ୟଜ୍ଞବଦେୀରେ ବୃଷଭମାନ ଉତ୍ସର୍ଗ କରିବେ।

 

ଗୀତସଂହିତା 100

1 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଆନନ୍ଦର ଜଯ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସବୋ କର। ଆନନ୍ଦର ଜଯ ଗାନ କରି ତାଙ୍କ ଆଗକୁ ଆସ !
3 ତୁମ୍ଭମାନେେ ଜାଣ ସଦାପ୍ରଭୁ ହିଁ ପରମେଶ୍ବର ଅଟନ୍ତି। ସେ ଆମ୍ଭକୁ ସୃଷ୍ଟି କରିଛନ୍ତି। ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମଷେ।
4 ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି। ତାଙ୍କର ପ୍ରମେ ଚିରକାଳସ୍ଥାଯୀ। ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

 

ଗୀତସଂହିତା 150

1 ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ବର କରିଥିବା ସମସ୍ତ ମହାନ୍ କାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
4 ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।
6 ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !

 


ଗୀତସଂହିତା 1 • 51 • 100 • 150 · Odia, ଓଡ଼ିଆ, oṛiā, Oriya
http://www.creationism.org/odia/saPs1_51_100_or.htm

ମୂଖ୍ୟ:  ଓଡ଼ିଆ
www.creationism.org