Creation Science Information & Links!
Le message Chrétien de l'évangile
The Christian Gospel Message · in Odia

ଶାସ୍ତ୍ର ରେ ଏହିପରି ଲଖାେ ଅଛି।  
(Romans) ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10

ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।   
(Romans) ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:23

ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।   
(Romans) ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:23

କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।   
(Romans) ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:8

ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।   
(John) ଯୋହନଲିଖିତ ସୁସମାଚାର 3:16

ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।   
(I John) ଯୋହନଙ୍କ ପ୍ରଥମ ପତ୍ର 1:9

ଯଦି ତୁମ୍ଭେ ନିଜ ମୁହଁ ରେ କୁହ, "ଯୀଶୁ ପ୍ରଭୁ ଅଟନ୍ତି," ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।   ହୃଦୟ ରେ ବିଶ୍ବାସ ଦ୍ବାରା ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହୋଉ ମୁଖ ଦ୍ବାରା କହି ବିଶ୍ବାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।   
(Romans) ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:9-10

ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ।  
(John) ଯୋହନଲିଖିତ ସୁସମାଚାର 1:12

ଯୀଶୁ ଉତ୍ତର ଦେଲେ, "ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।   
(John) ଯୋହନଲିଖିତ ସୁସମାଚାର 14:6

ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।  
(John) ଯୋହନଲିଖିତ ସୁସମାଚାର 5:21

ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।   ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।  
(Ephesians) ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:8-9

ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କୁ ପୂର୍ବରୁ ମନେ ପକାଇ ଦବୋକୁ ଇଚ୍ଛା କରେ। ତୁମ୍ଭମାନେେ ଏହାକୁ ଗ୍ରହଣ କରିଥିଲ, ଓ ଏବେ ସୁଦ୍ଧା ଦୃଢ଼ ଭାବରେ ଧରି ରଖିଛ।   ମୁଁ ପାଇଥିବା ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଏହି ପ୍ରଧାନ ଶିକ୍ଷା ମୁଁ ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯେ, ଯୀଶୁ ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭର ପାପ ପାଇଁ ମଲେ।   ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନ ରେ ସେ ମୃତ୍ଯୁରୁ ଉଠିଲେ।
(I Corinthians) କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:1,3-4

ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।  
(James) ଯାକୁବଙ୍କ ପତ୍ 5:16

ପ୍ରିୟ ବନ୍ଧୁମାନେ, ଆମ୍ଭେସବୁ ପରସ୍ପରକୁ ଭଲ ପାଇବା ଉଚିତ, କାରଣ ପ୍ ରମେ ପରମେଶ୍ବରଙ୍କଠାରୁ ଆ ସେ। ଯେଉଁ ଲୋକ ପ୍ ରମେ କରେ, ସେ ପରମେଶ୍ବରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପା ରେ।   ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ପରମେଶ୍ବରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ବର ତ ପ୍ ରମେ।  
(I John) ଯୋହନଙ୍କ ପ୍ରଥମ ପତ୍ର 4:7-8

ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।   କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍। 
(II Peter) ପିତରଙ୍କ ଦିତୀୟ ପତ୍ର 3:17-18


The Christian Gospel Message · Odia, ଓଡ଼ିଆ, oṛiā, Oriya
http://www.creationism.org/odia/salvation_or.htm



ମୂଖ୍ୟ:  ଓଡ଼ିଆ
www.creationism.org